ଲୁକ୍ 7:22 - ସତିଅର୍ ବାଟ୍ ନୁଆ ନିୟମ୍ 202022 ଜିସୁ ଜଅନର୍ ସିସ୍ମନ୍କେ କଇଲା, “ତମେମନ୍ ଜନ୍ ଜନ୍ଟା ଦେକ୍ଲାସ୍ ଆରି ସୁନ୍ଲାସ୍, ସେଟା ସବୁ ଜାଇ ଜଅନ୍କେ ଜାନାଆ, କାଣା ଲକ୍ମନ୍ ଦେକିପାର୍ଲାଇନି, ଚଟାମନ୍ ଇଣ୍ଡିବୁଲ୍ଲାଇନି, ବଡ୍ ରଗିମନ୍ ନିକ ଅଇଲାଇନି, ବଇରା ଲକ୍ମନ୍ ସୁନ୍ଲାଇନି, ମଲାଲକ୍ମନ୍ ଜିବନ୍ଅଇ ଉଟ୍ଲାଇନି, ଆରି ଦୁକର୍ ଲକ୍ମନ୍କେ ମାପ୍ରୁର୍ ବାକିଅ ସୁନାଇଅଇଲାନି । Viz kapitola |