ଲୁକ୍ 8:35 - ସତିଅର୍ ବାଟ୍ ନୁଆ ନିୟମ୍ 202035 ତେଇ ଲକ୍ମନ୍ ସେ ଗଟ୍ନା ଦେକ୍ବାକେ ବାରଇ ଆଇଲାଇ ଆରି, ସେମନ୍ ଜିସୁର୍ ଲଗେ ଆସି ଜନ୍ ମୁନୁସର୍ ଟାନେଅନି ଡୁମାମନ୍ ବାରଇଲାଇ, ସେ ଲକ୍ ଲୁଗା ପିନ୍ଦି ନିକ ମନର୍ ସଙ୍ଗ୍ ଜିସୁର୍ ପାଦ୍ ତଲେ ବସି ରଇବାଟା ଦେକି ଡରିଗାଲାଇ । Viz kapitola |