ମାତିଉ 11:21 - ସତିଅର୍ ବାଟ୍ ନୁଆ ନିୟମ୍ 202021 “ଏ କରାଜିନର୍ ଲକ୍ମନ୍, ତମେ କେଡେ ଇନସ୍ତା ଅଇ ଡଣ୍ଡ୍ ପାଇସା ! ଏ ବେତ୍ସାଇଦାର୍ ଲକ୍ମନ୍, ତମର୍ ଦସା ମିସା ସେନ୍ତିସେ । ତମର୍ ବିତରେ ଜନ୍ କାବାଅଇଜିବା କାମ୍ମନ୍ କରାଅଇଲାଆଚେ, ସେଟା ସବୁ ଜଦି ମୁଇ ସର ଆରି ସିଦନ୍ ଗଡେ କରି ରଇଲେ, ସେ ଗଡର୍ ଲକ୍ମନ୍ ପାପେଅନି ବାଅଡ୍ଲୁ ବଲି ଦେକାଇବାକେ ଗାଗ୍ଡେ ଚାର୍ ଡାଲିଅଇ, ବାସ୍ତା ପିନ୍ଦିକରି ମନ୍ ବାଦ୍ଲାଇତାଇ ।” Viz kapitola |