ମାତିଉ 12:25 - ସତିଅର୍ ବାଟ୍ ନୁଆ ନିୟମ୍ 202025 ଜିସୁ ତାକର୍ ମନର୍ କାତା ଜାନି ସେମନ୍କେ କଇଲା, ଗଟେକ୍ ରାଇଜର୍ ଲକ୍ ବିନ୍ବିନ୍ ଦଲେ ବାଗ୍ ଅଇ ନିଜର୍ ନିଜର୍ ବିତରେ ଲାଗାଲାଗି ଅଇଲେ, ସେ ଦେସ୍ ବେସି ଦିନ୍ ନ ରଏ । କନ୍ଆଲେ ସଅର୍ ନଇଲେ ଗର୍ ବିତ୍ରେ ବିନ୍ ବିନ୍ ଦଲ୍ ଗଡିକରି ଲାଗାଜଡା ଅଇଲେ ସେମନ୍ ଦାପ୍ରେସେ କୁରୁପ୍ନାସ୍ ଅଇଜିବାଇ । Viz kapitola |