ମାତିଉ 5:25 - ସତିଅର୍ ବାଟ୍ ନୁଆ ନିୟମ୍ 202025 ଜଦି କେ ତମର୍ ବିରଦେ ତମ୍କେ ବିଚାର୍ କର୍ବା ଜାଗାଇ ଜିବାକେ ବାଦିଅ କର୍ସି ବଇଲେ, ବିଚାର୍ ଜାଗାଇ ଜିବା ଆଗ୍ତୁ, ବେଲ୍ ରଇତେସେ ତାର୍ ସଙ୍ଗ୍ ରାଜି ଅ । ନଇଲେ ବିଚାର୍ କର୍ବା ଜାଗାଇ କେଟିଗାଲେ, ସେ ତମ୍କେ ବିଚାର୍କରୁକେ ସର୍ପି ଦେଇସି ଆରି ଅଇପାରେ ବିଚାର୍ କରୁ ତମ୍କେ ବନ୍ଦି ଗରେ ନେବାକେ ଜମାନ୍କେ ସର୍ପି ଦେଇସି । Viz kapitola |