ପର୍କାସିତ 2:13 - ସତିଅର୍ ବାଟ୍ ନୁଆ ନିୟମ୍ 202013 ତମେ ଜନ୍ ନଅରେ ରଇଲାସ୍ନି, ସେଟା ସଇତାନର୍ ସାସନର୍ ଜାଗା ବଲି ମୁଇ ଜାନି । ମାତର୍ ସେନ୍ତାର୍ ଅଇଲେମିସା, ତମେ ମକେ ବିସ୍ବାସ୍ କଲାସ୍ନି । ବିସ୍ବାସେ ମର୍କାମ୍ କର୍ବା ଦାଙ୍ଗ୍ଡା ଆନ୍ତିପା ମର୍ ବିସଇ ସାକି ଦେଲାକେ ମରାଇରଇଲାଇ । ତମେ ରଇବା ସଇତାନର୍ ନଅରେ ତାକେ ମରାଇରଇଲେ ମିସା ତମେ ବିସ୍ବାସ୍ ଚାଡାସ୍ନାଇ । Viz kapitola |