ପର୍କାସିତ 2:5 - ସତିଅର୍ ବାଟ୍ ନୁଆ ନିୟମ୍ 20205 ମର୍ପାଇ ରଇବା ଡାଟ୍ ଆଲାଦ୍ ମନେ ଏତାଆ । ପାପେଅନି ବାଉଡା । ଆରି ଆଗ୍ତୁ କର୍ତେରଇବା ନିକ କାମ୍ମନ୍ କରା । କାଇକେବଇଲେ ତମେ ପାପେଅନି ନ ବାଅଡ୍ଲେ, ମୁଇ ତମର୍ଟାନେ ଆଇବି ଆରି ତମର୍ ବତିଡାଣ୍ଡି ଗଟେକ୍ ଜାଗାଇଅନି ଆରି ଗଟେକ୍ ଜାଗାଇ ଗୁଚାଇଦେବି । Viz kapitola |