ପର୍କାସିତ 2:9 - ସତିଅର୍ ବାଟ୍ ନୁଆ ନିୟମ୍ 20209 ତମର୍ ଦୁକ୍କସ୍ଟ ମୁଇ ଜାନି । ତମେ ଅର୍କିତ୍ ବଲି ମୁଇ ଜାନି । ମାତର୍ ସତଇସେ ତମେ ସାଉକାର୍ ଲକ୍ । ଜିଉଦିମନ୍ ତମର୍ କାରାପ୍ ବିସଇ କଇଲାଇନି ବଲି ମୁଇ ଜାନି । ମାତର୍ ସେମନ୍ ଆମେ ଜିଉଦି ବଲି କଇଲେମିସା ସତ୍ସେ ସେମନ୍ ପର୍ମେସରର୍ ଲକ୍ ନଅତ୍ । ମାତର୍ ସଇତାନ୍ ଦଲର୍ ଲକ୍ । Viz kapitola |