ପର୍କାସିତ 3:18 - ସତିଅର୍ ବାଟ୍ ନୁଆ ନିୟମ୍ 202018 ମୁଇ ତମ୍କେ ବୁଦି ସିକାଇବି । ମର୍ଟାନେଅନି ସୁନା ଗେନା । ସୁନା ବଇଲେ ଅସ୍ଲି ସୁନା । ଜେନ୍ତାରିକି ତମେ ସତଇସେ ସାଉକାର୍ ଅଇସା । ମର୍ଟାନେଅନି ସୁକଲ୍ ଲୁଗା ଗେନା । ଜେନ୍ତାରି କି ତମେ ଡୁମ୍ଣ୍ଡା ଅଇଲାର୍ ପାଇ ଲାଜ୍ ନ ଉଆସ୍ । ଲାଗାଇଅଇବା ଅସ ମିସା ମର୍ଟାନେଅନି ନିଆ । ସେଟା ତମର୍ ଆଁକିଟାନେ ଲାଗାଆ । ଜେନ୍ତାରିକି ତମେ ଦେକିପାର୍ସା । Viz kapitola |