ପର୍କାସିତ 3:8 - ସତିଅର୍ ବାଟ୍ ନୁଆ ନିୟମ୍ 20208 ମୁଇ ତମର୍ ଚଲାଚଲ୍ତି ଜାନି । ତମ୍କେ ଅଲପ୍ ସେ ବପୁ ଆଚେବଲି ମିସା ଜାନି । ମାତର୍ ମର୍ ସିକିଆ ତମେ ମାନିଆଚାସ୍ ଆରି ସତ୍ସେ ମର୍ ସିକିଆ ମାନ୍ଲାସ୍ । ତେବର୍ପାଇ ମୁଇ ତମର୍ ମୁଆଟେ ଗଟେକ୍ କାପାଟ୍ ଉଗାଡିଆଚି । ସେଟା କେ ମିସା ଡାବିନାପାରତ୍ । Viz kapitola |