ପର୍କାସିତ 4:8 - ସତିଅର୍ ବାଟ୍ ନୁଆ ନିୟମ୍ 20208 ସେ ଚାରିଟା ଜାକ ଜିବନ୍ ରଇବା ପସୁମନ୍କେ ଗଟେକ୍କେ ଚଅଟା ଲାକା ଡେନା ରଇଲା । ଆରି ତାକର୍ବାଇରେ ବିତ୍ରେ ମିସା ଆଁକି ରଇଲା । ଦିନ୍ ରାତି ଗିତ୍ କଇବାଟା ସେମନ୍ ତେବତ୍ନାଇ । ସବୁର୍ଟାନେ ଅନି ବପୁରଇବା ମାପ୍ରୁ ପର୍ମେସର୍, ସୁକଲ୍ଟା ! ସୁକଲ୍ଟା ! ସୁକଲ୍ ସେ ! ସେ ଆଗ୍ତୁ ରଇଲା, ଏବେ ଆଚେ ଆରି ସେ କାଲ୍ କାଲ୍ ଜୁଗ୍ ଜୁଗ୍ ରଇସି ! Viz kapitola |