ପର୍କାସିତ 5:9 - ସତିଅର୍ ବାଟ୍ ନୁଆ ନିୟମ୍ 20209 ସେମନ୍ ଗଟେକ୍ ନୁଆ ଗିତ୍ କଇତେରଇଲାଇ । “ଗୁଡିଆଇଅଇରଇବା କାଗଜ୍ ସିଲ୍ ବାଙ୍ଗାଇକରି ନେବାକେ ତୁଇସେ ପାରୁସ୍ । କାଇକେବଇଲେ ତୁଇ ମରାଇଅଇଲୁସ୍ ଆରି ତର୍ ବଲି ଇସାବ୍ ମରନର୍ ଲାଗି, ସବୁ ବଁସେଅନି, ସବୁବାସାଇଅନି, ସବୁ ରାଇଜେଅନି ଆରି ଲକ୍ମନର୍ ଦଲେଅନି ପର୍ମେସରର୍ ପାଇ ତୁଇ ଲକ୍ମନ୍କେ ଆନ୍ଲୁସ୍ । Viz kapitola |