ରମିୟ 1:27 - ସତିଅର୍ ବାଟ୍ ନୁଆ ନିୟମ୍ 202027 ସେନ୍ତାରିସେ ମୁନୁସ୍ମନ୍ ମିସା ଆଲାଦେ ମାଇଜି ସଙ୍ଗ୍ ସୁଆବସା ନ କରି ନିଜର୍ ନିଜର୍ ବିତ୍ରେ କାରାପ୍ ଅଇ ମିସାବିଡା ଅଇବା ଚିନ୍ତାଇ ଜଲି ଗାଲାଇନି । ମୁନୁସ୍ମନ୍ ତାକର୍ ତାକର୍ ବିତ୍ରେ ଲାଜ୍ ଅଇବା ଚଲାଚଲ୍ତି କଲାଇନି ଆରି ସେଟାର୍ ପାଇ ଡଣ୍ଡ୍ ପାଇବାକେ ତିଆର୍ ଅଇଲାଇନି । Viz kapitola |