ରମିୟ 10:14 - ସତିଅର୍ ବାଟ୍ ନୁଆ ନିୟମ୍ 202014 ମାତର୍ ସେମନ୍ ତାକେ ବିସ୍ବାସ୍ ନ କଲେ, କେନ୍ତି ତାର୍ ନାଉଁ ଦାରି ପାର୍ତନା କର୍ବାଇ ? ଆରି ତାର୍ ବିସଇର୍ ସୁବ୍କବର୍ ନ ସୁନିରଇଲେ କେନ୍ତି ବିସ୍ବାସ୍ କର୍ବାଇ ? ଆରି ସେମନ୍କେ କବର୍ ନ ସୁନାଇଲେ, କେନ୍ତି ସୁନ୍ବାଇ ? Viz kapitola |