ରମିୟ 2:29 - ସତିଅର୍ ବାଟ୍ ନୁଆ ନିୟମ୍ 202029 ଜେ ମନ୍ ବିତ୍ରେଅନି ଜିଉଦି, ସେ ଅଇଲାନି ସତଇସେ ଜିଉଦି । ସତଇସେ ସୁନତ୍ ମନ୍ ବିତ୍ରର୍ ବିସଇ । ସେଟା ସୁକଲ୍ ଆତ୍ମାର୍ କାମ୍ । ଲେକ୍ଲା ନିୟମ୍ ସେଟା କରିନାପାରେ । ଏନ୍ତାରି ଲକ୍ ଲକ୍ମନର୍ଟାନେଅନି ଡାକ୍ପୁଟା ନ ପାଏ, ମାତର୍ ପରମେସର୍ଅନି ପାଇସି । Viz kapitola |