ରମିୟ 3:8 - ସତିଅର୍ ବାଟ୍ ନୁଆ ନିୟମ୍ 20208 ସେନ୍ତାର୍ଆଲେ “ଆସା, ଆମେ କାରାପ୍ କାମ୍ କରୁ ଜେନ୍ତାରି କି ତେଇଅନି ନିକ ବିସଇ ବାରଇସି” ବଲି କଇଅଇସି କି ? ନାଇ, କଇ ନଏ । ମୁଇ ସମାନ୍ ଏନ୍ତି କାତା କଇଲିନି ବଲି ଦାବା କରି କେତେ ଲକ୍ ମକେ ଇଜତ୍ ଜିକ୍ଲାଇନି । ସେମନ୍ ସେଟାର୍ ପାଇ ଜନ୍ ଡଣ୍ଡ୍ ପାଇବାର୍ ରଇଲାଇ, ସତଇସେ ପାଇବାଇ । Viz kapitola |