ରମିୟ 8:17 - ସତିଅର୍ ବାଟ୍ ନୁଆ ନିୟମ୍ 202017 କାଇକେବଇଲେ ଆମେ ପରମେସରର୍ ପିଲାଟକି । ତାର୍ ଲକ୍ମନ୍କେ କାତା ଦେଇରଇବା ଆସିର୍ବାଦେ ଆମେ ମିସ୍ବୁ । ଆରି କିରିସ୍ଟର୍ ପାଇ ପରମେସର୍ ଜନ୍ଟା ଟୁଲାଇ ସଙ୍ଗଇଲା ଆଚେ, ତେଇ ମିସା ଆମର୍ ପାଇ ବାଟା ଆଚେ । ଜଦି ଆମେ ଜିସୁର୍ ଦୁକ୍ପାଇବାତେଇ ମିସ୍ଲୁ ଆଚୁ, ତେବେ ତାର୍ ଡାକ୍ପୁଟା ପାଇବାତେଇ ମିସା ମିସ୍ବୁ । Viz kapitola |