ରମିୟ 8:34 - ସତିଅର୍ ବାଟ୍ ନୁଆ ନିୟମ୍ 202034 ତେବେ ସେମନ୍କେ ଦସି ବଲି କେ କଇନାପାରତ୍ । କିରିସ୍ଟ ଜିସୁ ତା କେବେ ନ କରେ, କାଇକେବଇଲେ ତାକେ ପର୍ମେସର୍ ମଲାତେଇଅନି ଜିବନ୍ କରି ଉଟାଇଲାଆଚେ । ଏବେ ସେ ପରମେସରର୍ ଉଜାବାଟେ ରଇକରି ଆମର୍ପାଇ ଗୁଆରି କରି ପାର୍ତନା କଲାନି । Viz kapitola |