ରମିୟ 8:5 - ସତିଅର୍ ବାଟ୍ ନୁଆ ନିୟମ୍ 20205 ଜନ୍ ଲକ୍ମନ୍ ମୁନୁସର୍ ଚଲାଚଲ୍ତି ଇସାବେ ଜିଉନା କାଉନା କର୍ତେରଇବାଇ, ସେମନ୍ ନିଜର୍ ଗାଗଡର୍ ମନ୍ କର୍ବାଟା ଚିନ୍ତା କର୍ତେରଇବାଇ । ମାତର୍ ଜନ୍ ଲକ୍ମନ୍ ସୁକଲ୍ଆତ୍ମାର୍ ଚାଲ୍ନା ଇସାବେ କାମ୍କର୍ବାଇ, ସେମନ୍ ସୁକଲ୍ଆତ୍ମା ଜନ୍ ବିସଇ କର୍ବାକେ ମନ୍ କରାଇସି, ସେଟା କର୍ବାଇ । Viz kapitola |