ରମିୟ 9:4 - ସତିଅର୍ ବାଟ୍ ନୁଆ ନିୟମ୍ 20204 କାଇକେବଇଲେ ସେମନ୍ ପରମେସରର୍ ଲକ୍ । ପରମେସର୍ ସେମନ୍କେ ନିଜର୍ ପିଲା କରି ବାଚିଆଚେ । ସେ ସେମନର୍ ଲଗେ ନିଜର୍ ଡାକ୍ପୁଟା ଦେକାଇରଇଲା । ସେମନର୍ ସଙ୍ଗ୍ ରାଜିନାମା କରି ସେମନ୍କେ ନିୟମ୍ ଦେଇରଇଲା । ସେମନ୍ ସତଇସେ ପାର୍ତନା କର୍ବାଇ । ସେମନ୍କେ ପରମେସର୍ କାତା ଦେଇରଇଲା । Viz kapitola |