ତିତସ୍ 1:1 - ସତିଅର୍ ବାଟ୍ ନୁଆ ନିୟମ୍ 20201 ମୁଇ ପାଉଲ୍, ଏ ଚିଟି ଲେକ୍ଲିନି । ମୁଇ ପର୍ମେସର୍କେ ସେବାକରି ଜିସୁକିରିସ୍ଟର୍ ଗଟେକ୍ ପେରିତ୍ ଅଇଆଚି । ଜନ୍ ଲକ୍ମନ୍କେ ତାର୍ଟାନେ ଡାଟ୍ ସଙ୍ଗ୍ ବିସ୍ବାସ୍ କର୍ବାକେ ପର୍ମେସର୍ ବାଚ୍ଲା ଆଚେ, ଆରି ସେମନ୍ ଜେନ୍ତିକି ଜିସୁକିରିସ୍ଟର୍ ନିକ ସିକିଆ ବୁଜ୍ବାଇ, ସେନ୍ତାରି ଲକ୍ମନ୍କେ ସାଇଜ କର୍ବାକେ ମୁଇ ବାଚିଅଇଆଚି । ଏ ସିକିଆ ନିକସଙ୍ଗ୍ ଜାନ୍ଲେ, ପର୍ମେସର୍କେ ସାର୍ଦା କରାଇବା ପାରା ଚଲାଚଲ୍ତି କର୍ବାକେ ସେମନ୍ ସିକ୍ବାଇ । Viz kapitola |