ତିତସ୍ 1:10 - ସତିଅର୍ ବାଟ୍ ନୁଆ ନିୟମ୍ 202010 ମଣ୍ଡଲିର୍ ପାର୍ଚିନ୍ମନର୍ ଅଦିକାର୍ ନ ନାମ୍ବା ଲକ୍ ବେସି ରଇଲାର୍ପାଇ ମୁଇ ତକେ କଇଲିନି । କାଇ ମୁଲିଅ ନ ରଇବା କାତା ସବୁ ସେମନ୍କେ ସିକାଇକରି, ସେମନ୍କେ ବିସ୍ବାସ୍ କରାଇଲାଇନି । ଜିଉଦି ନିୟମ୍ ଇସାବେ ସବୁ ବିସ୍ବାସିମନ୍ ସୁନତ୍ ଅଇବାର୍ ଆଚେ ବଲି ସିକାଇଲାଇନି । Viz kapitola |