ତିତସ୍ 1:2 - ସତିଅର୍ ବାଟ୍ ନୁଆ ନିୟମ୍ 20202 ଏନ୍ତାରିଅଇ ସେମନ୍ କାଲ୍କାଲ୍ ଜୁଗ୍ଜୁଗ୍ ପର୍ମେସରର୍ ସଙ୍ଗ୍ ବଁଚ୍ବାକେ ଆସା କର୍ବାଇ । କାଇକେବଇଲେ କାଇଟା ତିଆର୍ ନ ଅଇତେ କାଲ୍କାଲ୍ ଜୁଗ୍ଜୁଗ୍ ତାର୍ ଲକ୍ ତାର୍ ସଙ୍ଗ୍ ବଁଚ୍ବାଇ ବଲି ପର୍ମେସର୍ କାତା ଦେଇରଇଲା । ଏଟା ପୁରାପୁରୁନ୍ ସତ୍ ବଲି ଆମେ ଜାନ୍ଲୁନି । କାଇକେବଇଲେ ସେ କେବେ ମିଚ୍ ନ କଏ । Viz kapitola |