ତିତସ୍ 1:4 - ସତିଅର୍ ବାଟ୍ ନୁଆ ନିୟମ୍ 20204 ଏ ତିତସ୍, ତର୍ପାଇ ମୁଇ ଏ ଚିଟି ଲେକ୍ଲିନି । ଆମେ ଜିସୁକିରିସ୍ଟକେ ବିସ୍ବାସ୍ କଲାର୍ପାଇ ତୁଇ ମର୍ ନିଜର୍ ପଅପାରା ଅଇ ଆଚୁସ୍ । ବାବା ପର୍ମେସର୍କେ ଆରି ଆମର୍ ଉଦାର୍କାରିଆ ଜିସୁକିରିସ୍ଟକେ ମୁଇ ବାବୁଜିଆ କଲିନି, ସେମନ୍ ତକେ ଦୟା ଦେକାଅତ୍ ଆରି ସାନ୍ତି ଦେଅତ୍ । Viz kapitola |