ତିତସ୍ 1:7 - ସତିଅର୍ ବାଟ୍ ନୁଆ ନିୟମ୍ 20207 ବିନ୍ ବିସ୍ବାସିମନ୍କେ ଜତନ୍ କର୍ବାକେ ଦାଇତ୍ ଇସାବେ ପର୍ମେସର୍ ଗଟେକ୍ ପାର୍ଚିନ୍କେ ଦେଲାଆଚେ । ତେବର୍ ପାଇ ଜନ୍ ମଣ୍ଡଲିର୍ ପାର୍ଚିନ୍କେ ତୁଇ ବାଚ୍ସୁ, ତାକେ କାଇ ଦସ୍ ନ ରଅ । ସେ ବଡ୍ପନିଆ ନ ରଇବାର୍, ଦାପ୍ରେ ରିସା ନ ଅଇବାର୍, ମଦୁଆ ନ ରଇବାର୍, ବିନ୍ ଲକର୍ ସଙ୍ଗ୍ କିରଜାଟି ନ ଅଇବାର୍, ଡାବୁକେ ଆସା ନ କର୍ବାର୍ । Viz kapitola |