ତିତସ୍ 2:14 - ସତିଅର୍ ବାଟ୍ ନୁଆ ନିୟମ୍ 202014 ଏ ଜିସୁ କିରିସ୍ଟ ଆମର୍ ଲାଗି ମର୍ବାକେ ନିଜେ ସର୍ପିଅଇଲା । ପାପର୍ ବାନ୍ଦନେଅନି ମୁକ୍ଲାଇବାକେ ଆରି ତାର୍ପାଇ ସୁକଲ୍ ଲକ୍ କରାଇବାକେ ସେ ଏନ୍ତି କଲା । ସେ ଦେକ୍ବା ଇସାବେ, ଦରମ୍ କାମ୍ କର୍ବାକେ ବେସି ମନ୍ କର୍ବା ଲକ୍ ଅଇବାକେ ମିସା । Viz kapitola |