ତିତସ୍ 3:5 - ସତିଅର୍ ବାଟ୍ ନୁଆ ନିୟମ୍ 20205 ପାପର୍ ଡଣ୍ଡେଅନି ସେ ଆମ୍କେ ମୁକ୍ଲାଇଲା । ଆମେ ଦରମ୍ କାମ୍ କଲାର୍ପାଇ ସେ ଆମ୍କେ ଏନ୍ତି କରେନାଇ । ମାତର୍ ସେ ଆମ୍କେ ଜିବନ୍ ଦୁକାଇ ଦୟା ଦେକାଇଲାକେସେ । ସୁକଲ୍ ଆତ୍ମା ଦେଇକରି ସେ ଆମ୍କେ ରକିଆ କଲା । ଜେକି ଆମର୍ ସବୁ ପାପ୍ ଦଇକରି ନୁଆ ଜିବନ୍ ଦେଲା । Viz kapitola |