୧ କରିନ୍ଥୀୟ 1:1 - ପବିତ୍ର ବାଇବଲ (CL) NT (BSI)1 ଈଶ୍ୱରଙ୍କ ଇଚ୍ଛାନୁଯାୟୀ ଖ୍ରୀଷ୍ଟ ଯୀଶୁଙ୍କ ପ୍ରେରିତ ଶିଷ୍ୟ ରୂପେ ଆହୂତ ପାଉଲ ଓ ଆମ ଭ୍ରାତା ସୋସ୍ଥିନା - Viz kapitolaପବିତ୍ର ବାଇବଲ (Re-edited) - (BSI)1 ପାଉଲ, ଈଶ୍ଵରଙ୍କ ଇଚ୍ଛାରେ ଖ୍ରୀଷ୍ଟ ଯୀଶୁଙ୍କ ଆହୂତ ଜଣେ ପ୍ରେରିତ, ଓ ଭ୍ରାତା ସୋସ୍ଥିନା Viz kapitolaଓଡିଆ ବାଇବେଲ1 ପାଉଲ, ଈଶ୍ୱରଙ୍କ ଇଚ୍ଛାରେ ଖ୍ରୀଷ୍ଟ ଯୀଶୁଙ୍କ ଆହୂତ ଜଣେ ପ୍ରେରିତ, ଓ ଭ୍ରାତା ସୋସ୍ଥିନା, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ପାଉଲ, ଈଶ୍ବରଙ୍କ ଇଚ୍ଛାରେ ଖ୍ରୀଷ୍ଟ ଯୀଶୁଙ୍କ ଆହୂତ ଜଣେ ପ୍ରେରିତ, ଓ ଭ୍ରାତା ସୋସ୍ଥିନା, Viz kapitolaପବିତ୍ର ବାଇବଲ1 ପାଉଲ ଏହି ପତ୍ର ଲେଖିଛନ୍ତି। ମୁଁ ଖ୍ରୀଷ୍ଟ ଯୀଶୁଙ୍କର ଜଣେ ପ୍ରେରିତ ରୂପେ ଆହୂତ ହେଲି। ଏହା ପରମେଶ୍ୱରଙ୍କ ଇଚ୍ଛାରେ ସାଧିତ ହେଲା। ଆମ୍ଭର ଜଣେ ଭାଇ ସୋସ୍ଥିନା ମଧ୍ୟ ନମସ୍କାର ଜଣାନ୍ତି। Viz kapitola |