୧ କରିନ୍ଥୀୟ 1:15 - ପବିତ୍ର ବାଇବଲ (CL) NT (BSI)15 ତେଣୁ ମୋର ଶିଷ୍ୟ ରୂପେ ଜଳଦୀକ୍ଷା ନେଇଛନ୍ତି ବୋଲି ତୁମ୍ଭମାନଙ୍କ ମଧ୍ୟରୁ କେହି କହି ପାରିବେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)15 ଏଥିପାଇଁ କ୍ରୀଷ୍ପ ଓ ଗାୟ ବିନା ତୁମ୍ଭମାନଙ୍କ ମଧ୍ୟରେ ଆଉ କାହାରିକି ବାପ୍ତିସ୍ମ ଦେଇ ନାହିଁ ବୋଲି ମୁଁ ଈଶ୍ଵରଙ୍କୁ ଧନ୍ୟବାଦ ଦିଏ। Viz kapitolaଓଡିଆ ବାଇବେଲ15 ଏଥିପାଇଁ କ୍ରୀଷ୍ପ ଓ ଗାୟ ବିନା ତୁମ୍ଭମାନଙ୍କ ମଧ୍ୟରେ ଆଉ କାହାରିକି ବାପ୍ତିସ୍ମ ଦେଇ ନାହିଁ ବୋଲି ମୁଁ ଈଶ୍ୱରଙ୍କୁ ଧନ୍ୟବାଦ ଦିଏ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଏଥିପାଇଁ କ୍ରୀଷ୍ପ ଓ ଗାୟ ବିନା ତୁମ୍ଭମାନଙ୍କ ମଧ୍ୟରେ ଆଉ କାହାରିକୁ ବାପ୍ତିସ୍ମ ଦେଇ ନାହିଁ ବୋଲି ମୁଁ ଈଶ୍ବରଙ୍କୁ ଧନ୍ୟବାଦ ଦିଏ। Viz kapitolaପବିତ୍ର ବାଇବଲ15 ଏଥିଲାଗି ଧନ୍ୟବାଦ ଦେଉଛି ଯେ, କେହିହେଲେ ମୋ’ ନାମରେ ତୁମ୍ଭେମାନେ ବାପ୍ତିଜିତ ପାଇଅଛି ବୋଲି କହି ପାରିବ ନାହିଁ। Viz kapitola |