୧ କରିନ୍ଥୀୟ 1:28 - ପବିତ୍ର ବାଇବଲ (CL) NT (BSI)28 ଜଗତ ଦୃଷ୍ଟିରେ ଯାହା ସବୁ ଗୁରୁତ୍ୱପୂର୍ଣ୍ଣ, ସେଗୁଡ଼ିକୁ ବିଲୋପ କରିବା ପାଇଁ; ଜଗତର ହେୟ, ଉପେକ୍ଷିତ ଓ ନଗଣ୍ୟମାନଙ୍କୁ ସେ ପସନ୍ଦ କରିଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)28 ଏଥିପାଇଁ ଈଶ୍ଵର ଜ୍ଞାନୀମାନଙ୍କୁ ଲଜ୍ଜା ଦେବା ନିମନ୍ତେ ଜଗତର ମୂର୍ଖ ବିଷୟସବୁ ମନୋନୀତ କଲେ, ପୁଣି ବଳବାନ ବିଷୟସବୁକୁ ଲଜ୍ଜା ଦେବା ନିମନ୍ତେ ଈଶ୍ଵର ଜଗତର ଦୁର୍ବଳ ବିଷୟସବୁ ମନୋନୀତ କଲେ, Viz kapitolaଓଡିଆ ବାଇବେଲ28 ଏଥିପାଇଁ ଈଶ୍ୱର ଜ୍ଞାନୀମାନଙ୍କୁ ଲଜ୍ଜା ଦେବା ନିମନ୍ତେ ଜଗତର ମୂର୍ଖ ବିଷୟସବୁ ମନୋନୀତ କଲେ, ପୁଣି, ବଳବାନ ବିଷୟସବୁକୁ ଲଜ୍ଜା ଦେବା ନିମନ୍ତେ ଈଶ୍ୱର ଜଗତର ଦୁର୍ବଳ ବିଷୟସବୁ ମନୋନୀତ କଲେ, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ଏଥିପାଇଁ ଈଶ୍ବର ଜ୍ଞାନୀମାନଙ୍କୁ ଲଜ୍ଜା ଦେବା ନିମନ୍ତେ ଜଗତର ମୂର୍ଖମାନଙ୍କୁ ମନୋନୀତ କଲେ, ପୁଣି, ବଳବାନମାନଙ୍କୁ ଲଜ୍ଜା ଦେବା ନିମନ୍ତେ ଈଶ୍ବର ଜଗତର ଦୁର୍ବଳମାନଙ୍କୁ ମନୋନୀତ କଲେ, Viz kapitolaପବିତ୍ର ବାଇବଲ28 ପରମେଶ୍ୱର ଜଗତ ଦୃଷ୍ଟିରେ ଗୁରୁତ୍ୱପୂର୍ଣ୍ଣ ବିଷୟ ଗୁଡ଼ିକୁ ମନୋନୀତ ନ କରି ନୀଚ୍ଚ ଓ ଘୃଣ୍ୟ ବିଷୟ ଗୁଡ଼ିକ ମନୋନୀତ କଲେ। କାରଣ ପରମେଶ୍ୱର ଜଗତ ଦୃଷ୍ଟିରେ ଗୁରୁତ୍ୱପୂର୍ଣ୍ଣ ବିଷୟ ଗୁଡ଼ିକ ବିନାଶ କରିବାକୁ ଗ୍ଭହିଁଲେ। Viz kapitola |