୧ କରିନ୍ଥୀୟ 1:4 - ପବିତ୍ର ବାଇବଲ (CL) NT (BSI)4 ଯୀଶୁ ଖ୍ରୀଷ୍ଟଙ୍କ ଦେଇ ଈଶ୍ୱର ତୁମ୍ଭମାନଙ୍କୁ ଯେଉଁ ଅନୁଗ୍ରହ ପ୍ରଦାନ କରିଛନ୍ତି, ସେଥିପାଇଁ ମୁଁ ଈଶ୍ୱରଙ୍କୁ ସର୍ବଦା ଧନ୍ୟବାଦ ଦେଉଛି, Viz kapitolaପବିତ୍ର ବାଇବଲ (Re-edited) - (BSI)4 ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭମାନଙ୍କୁ ଦତ୍ତ ଈଶ୍ଵରଙ୍କ ଯେଉଁ ଅନୁଗ୍ରହ, ସେଥିନିମନ୍ତେ ମୁଁ ସର୍ବଦା ତୁମ୍ଭମାନଙ୍କ ବିଷୟରେ ଈଶ୍ଵରଙ୍କୁ ଧନ୍ୟବାଦ ଦେଉଅଛି, Viz kapitolaଓଡିଆ ବାଇବେଲ4 ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭମାନଙ୍କୁ ଦିଆଯାଇଥିବା ଈଶ୍ୱରଙ୍କ ଯେଉଁ ଅନୁଗ୍ରହ, ସେଥିନିମନ୍ତେ ମୁଁ ସର୍ବଦା ତୁମ୍ଭମାନଙ୍କ ବିଷୟରେ ଈଶ୍ୱରଙ୍କୁ ଧନ୍ୟବାଦ ଦେଉଅଛି, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭମାନଙ୍କୁ ଦିଆଯାଇଥିବା ଈଶ୍ବରଙ୍କ ଯେଉଁ ଅନୁଗ୍ରହ, ସେଥିନିମନ୍ତେ ମୁଁ ସର୍ବଦା ତୁମ୍ଭମାନଙ୍କ ବିଷୟରେ ଈଶ୍ବରଙ୍କୁ ଧନ୍ୟବାଦ ଦେଉଅଛି, Viz kapitolaପବିତ୍ର ବାଇବଲ4 ଖ୍ରୀଷ୍ଟ ଯୀଶୁଙ୍କ ମାଧ୍ୟମରେ ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ଅନୁଗ୍ରହ ପ୍ରଦାନ କରିଛନ୍ତି, ସେଥିପାଇଁ ମୁଁ ତୁମ୍ଭମାନଙ୍କ ସକାଶେ ସର୍ବଦା ପରମେଶ୍ୱରଙ୍କୁ ଧନ୍ୟବାଦ ଜଣାଉଛି। Viz kapitola |