୧ କରିନ୍ଥୀୟ 10:1 - ପବିତ୍ର ବାଇବଲ (CL) NT (BSI)1 ଭାଇମାନେ, ମୋଶାଙ୍କୁ ଅନୁସରଣ କରି ଆମ ପୂର୍ବପୁରୁଷମାନଙ୍କ ପ୍ରତି କ’ଣ ଘଟିଥିଲା, ତୁମ୍ଭେମାନେ ସ୍ମରଣ ରଖ, ଏହା ମୋର ଏକାନ୍ତ ଇଚ୍ଛା। ସେମାନେ ସମସ୍ତେ ମେଘ ଦ୍ୱାରା ସୁରକ୍ଷିତ ଥିଲେ, ଲୋହିତ ସାଗରକୁ ଅକ୍ଲେଶରେ ଅତିକ୍ରମ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)1 କାରଣ, ହେ ଭାଇମାନେ, ଆମ୍ଭମାନଙ୍କ ପିତୃପୁରୁଷ ସମସ୍ତେ ମେଘ ତଳେ ଥିଲେ, Viz kapitolaଓଡିଆ ବାଇବେଲ1 କାରଣ, ହେ ଭାଇମାନେ, ଆମ୍ଭମାନଙ୍କ ପିତୃପୁରୁଷ ସମସ୍ତେ ମେଘ ତଳେ ଥିଲେ, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 କାରଣ, ହେ ଭାଇମାନେ, ଆମ୍ଭମାନଙ୍କ ପିତୃ-ପୁରୁଷ ସମସ୍ତେ ମେଘ ତଳେ ଥିଲେ, Viz kapitolaପବିତ୍ର ବାଇବଲ1 ଭାଇ ଓ ଭଉଣୀମାନେ! ମୁଁ ଇଚ୍ଛା କରେ ଯେ, ଆମ୍ଭର ପିତୃପୁରୁଷମାନଙ୍କ ପ୍ରତି (ଯେଉଁମାନେ ମୋଶାଙ୍କୁ ଅନୁସରଣ କରିଥିଲେ) କ’ଣ ହେଲା ତାହା ତୁମ୍ଭେମାନେ ଜାଣି ରଖ। ପରମେଶ୍ୱର ସେମାନଙ୍କୁ ମେଘ ସ୍ତମ୍ଭ ଦ୍ୱାରା ସୁଫ ସାଗରକୁ ପାର କରାଇଥିଲେ। Viz kapitola |