୧ କରିନ୍ଥୀୟ 10:16 - ପବିତ୍ର ବାଇବଲ (CL) NT (BSI)16 ପ୍ରଭୁଭୋଜରେ ଆମେ ଯେଉଁ ପାନପାତ୍ର ବ୍ୟବହାର କରୁ, ତାହା ନିମନ୍ତେ ଆମେ ଈଶ୍ୱରଙ୍କୁ ଧନ୍ୟବାଦ ଦେଇଥାଉ। ଏହି ପାନପାତ୍ରରୁ ପାନ କରିବାବେଳେ ଆମେ ଖ୍ରୀଷ୍ଟଙ୍କ ରକ୍ତରେ ଅଂଶ ଗ୍ରହଣ କରୁ। ପୁଣି ରୋଟୀ ଭାଙ୍ଗି ଖାଇବା ଦ୍ୱାରା ଆମେ ଖ୍ରୀଷ୍ଟଙ୍କ ଶରୀରରେ ଅଂଶ ଗ୍ରହଣ କରୁ। Viz kapitolaପବିତ୍ର ବାଇବଲ (Re-edited) - (BSI)16 ଯେଉଁ ଆଶୀର୍ବାଦର ପାତ୍ରକୁ ଆମ୍ଭେମାନେ ଆଶୀର୍ବାଦ କରୁ, ତାହା କି ଖ୍ରୀଷ୍ଟଙ୍କ ରକ୍ତର ସହଭାଗିତା ନୁହେଁ? ଯେଉଁ ରୋଟୀ ଆମ୍ଭେମାନେ ଭାଙ୍ଗୁ, ତାହା କି ଖ୍ରୀଷ୍ଟଙ୍କ ଶରୀରର ସହଭାଗିତା ନୁହେଁ? Viz kapitolaଓଡିଆ ବାଇବେଲ16 ଯେଉଁ ଆଶୀର୍ବାଦର ପାତ୍ରକୁ ଆମ୍ଭେମାନେ ଆଶୀର୍ବାଦ କରୁ, ତାହା କି ଖ୍ରୀଷ୍ଟଙ୍କ ରକ୍ତର ସହଭାଗିତା ନୁହେଁ ? ଯେଉଁ ରୁଟି ଆମ୍ଭେମାନେ ଭାଙ୍ଗୁ, ତାହା କି ଖ୍ରୀଷ୍ଟଙ୍କ ଶରୀରର ସହଭାଗିତା ନୁହେଁ ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଯେଉଁ ଆଶୀର୍ବାଦର ପାତ୍ରକୁ ଆମ୍ଭେମାନେ ଆଶୀର୍ବାଦ କରୁ, ତାହା କି ଖ୍ରୀଷ୍ଟଙ୍କ ରକ୍ତର ସହଭାଗିତା ନୁହେଁ? ଯେଉଁ ରୁଟି ଆମ୍ଭେମାନେ ଭାଙ୍ଗୁ, ତାହା କି ଖ୍ରୀଷ୍ଟଙ୍କ ଶରୀରର ସହଭାଗିତା ନୁହେଁ? Viz kapitolaପବିତ୍ର ବାଇବଲ16 ଯେଉଁ ଆଶୀର୍ବାଦର ପିଆଲା ପାଇଁ ଆମ୍ଭେ ଧନ୍ୟବାଦ ଅର୍ପଣ କରୁ, ତହିଁରେ ଆମ୍ଭେ ଖ୍ରୀଷ୍ଟଙ୍କ ରକ୍ତର ସହଭାଗୀ ହେଉ ନାହୁଁ କି? ଯେଉଁ ରୋଟୀ ଆମ୍ଭେ ଭାଙ୍ଗୁ ତାହା ଖ୍ରୀଷ୍ଟଙ୍କ ଶରୀରରେ ଅଂଶ ନୁହେଁ କି? Viz kapitola |