୧ କରିନ୍ଥୀୟ 10:32 - ପବିତ୍ର ବାଇବଲ (CL) NT (BSI)32 ତୁମ୍ଭେମାନେ ଅନ୍ୟ ଦେଶୀୟ, ଇହୁଦୀ କିମ୍ବା ଈଶ୍ୱରଙ୍କ ମଣ୍ଡଳୀ, କାହାରି ବିଘ୍ନ ସ୍ୱରୂପ ହୁଅ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)32 ଯିହୁଦୀ ବା ଗ୍ରୀକ୍ ବା ଈଶ୍ଵରଙ୍କ ମଣ୍ତଳୀ, କାହାରି ଝୁଣ୍ଟିବାର କାରଣ ହୁଅ ନାହିଁ, Viz kapitolaଓଡିଆ ବାଇବେଲ32 ଯିହୂଦୀ ବା ଗ୍ରୀକ୍ ବା ଈଶ୍ୱରଙ୍କ ମଣ୍ଡଳୀ, କାହାରି ଝୁଣ୍ଟିବାର କାରଣ ହୁଅ ନାହିଁ, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 ଯିହୁଦୀ ବା ଗ୍ରୀକ୍ ବା ଈଶ୍ବରଙ୍କ ମଣ୍ଡଳୀ, କାହାରି ଝୁଣ୍ଟିବାର କାରଣ ହୁଅ ନାହିଁ, Viz kapitolaପବିତ୍ର ବାଇବଲ32 ଏଭଳି କୌଣସି କାମ କର ନାହିଁ, ଯାହାଦ୍ୱାରା ଯିହୂଦୀ ବା ଅଣଯିହୂଦୀ ଲୋକେ ବା ପରମେଶ୍ୱରଙ୍କ ମଣ୍ଡଳୀ ବାଧା ପାଇବେ। Viz kapitola |