୧ କରିନ୍ଥୀୟ 11:7 - ପବିତ୍ର ବାଇବଲ (CL) NT (BSI)7 ପୁରୁଷର ମସ୍ତକ ଆଚ୍ଛାଦନ କରିବା ଦରକାର ନାହିଁ, କାରଣ ଈଶ୍ୱରଙ୍କ ସାଦୃଶ୍ୟ ଓ ମହିମା ତା’ଠାରେ ପ୍ରତିଫଳିତ। କିନ୍ତୁ ନାରୀଠାରେ ପୁରୁଷର ମହିମା ପ୍ରତିଫଳିତ। Viz kapitolaପବିତ୍ର ବାଇବଲ (Re-edited) - (BSI)7 ପୁରୁଷ ଈଶ୍ଵରଙ୍କ ପ୍ରତିମୂର୍ତ୍ତି ଓ ଗୌରବ ସ୍ଵରୂପ ହେବାରୁ ପ୍ରକୃତରେ ତାʼର ମସ୍ତକ ଆଚ୍ଛାଦନ କରିବା ଉଚିତ ନୁହେଁ, କିନ୍ତୁ ସ୍ତ୍ରୀ ପୁରୁଷର ଗୌରବ ସ୍ଵରୂପ। Viz kapitolaଓଡିଆ ବାଇବେଲ7 ପୁରୁଷ ଈଶ୍ୱରଙ୍କ ପ୍ରତିମୂର୍ତ୍ତି ଓ ଗୌରବ ସ୍ୱରୂପ ହେବାରୁ ପ୍ରକୃତରେ ତା'ର ମସ୍ତକ ଆଚ୍ଛାଦନ କରିବା ଉଚିତ ନୁହେଁ, କିନ୍ତୁ ସ୍ତ୍ରୀ ପୁରୁଷର ଗୌରବ ସ୍ୱରୂପ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ପୁରୁଷ ଈଶ୍ବରଙ୍କ ପ୍ରତିମୂର୍ତ୍ତି ଓ ଗୌରବ ସ୍ୱରୂପ ହେବାରୁ ପ୍ରକୃତରେ ତାହାର ମସ୍ତକ ଆଚ୍ଛାଦନ କରିବା ଉଚିତ୍ ନୁହେଁ, କିନ୍ତୁ ସ୍ତ୍ରୀ ପୁରୁଷର ଗୌରବ ସ୍ୱରୂପ। Viz kapitolaପବିତ୍ର ବାଇବଲ7 କିନ୍ତୁ ଜଣେ ପୁରୁଷ ନିଜର ମସ୍ତକ ଆଚ୍ଛାଦନ କରିବା ଅନୁଚିତ୍, କାରଣ ସେ ପରମେଶ୍ୱରଙ୍କ ପ୍ରତିମୂର୍ତ୍ତିରେ ସୃଷ୍ଟି ତାହାଙ୍କର ଗୌରବ ଅଟେ। କିନ୍ତୁ ଜଣେ ସ୍ତ୍ରୀ ପୁରୁଷର ଗୌରବ ସ୍ୱରୂପ ଅଟେ। Viz kapitola |