୧ କରିନ୍ଥୀୟ 13:5 - ପବିତ୍ର ବାଇବଲ (CL) NT (BSI)5 ପ୍ରେମ ଋକ୍ଷ ସ୍ୱଭାବ ବା ସ୍ୱାର୍ଥପର ନୁହେଁ, ଅଯଥା ବିରକ୍ତ ହୁଏ ନାହିଁ। ପ୍ରେମ ତା’ ପ୍ରତି କରାଯାଇଥିବା ଅନ୍ୟାୟର ହିସାବ ରଖେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)5 ଅନୁଚିତ ବ୍ୟବହାର କରେ ନାହିଁ, ସ୍ଵାର୍ଥ ଚେଷ୍ଟା କରେ ନାହିଁ, ବିରକ୍ତ ହୁଏ ନାହିଁ, ଅପକାର ସ୍ମରଣରେ ରଖେ ନାହିଁ, Viz kapitolaଓଡିଆ ବାଇବେଲ5 ଅନୁଚିତ ବ୍ୟବହାର କରେ ନାହିଁ, ସ୍ୱାର୍ଥ ଚେଷ୍ଟା କରେ ନାହିଁ, ବିରକ୍ତ ହୁଏ ନାହିଁ, ଅପକାର ସ୍ମରଣରେ ରଖେ ନାହିଁ, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଅନୁଚିତ ବ୍ୟବହାର କରେ ନାହିଁ, ସ୍ୱାର୍ଥ ଚେଷ୍ଟା କରେ ନାହିଁ, ବିରକ୍ତ ହୁଏ ନାହିଁ, ଅପକାର ସ୍ମରଣରେ ରଖେ ନାହିଁ, Viz kapitolaପବିତ୍ର ବାଇବଲ5 ପ୍ରେମ ଅନୁଚିତ୍ ବ୍ୟବହାର କରେ ନାହିଁ, ସ୍ୱାର୍ଥ ଚେଷ୍ଟା କରେ ନାହିଁ। ସହଜରେ ବିରକ୍ତ ହୁଏ ନାହିଁ। ପ୍ରେମ କେବେ ହେଲେ ତା’ ପ୍ରତି ହୋଇଥିବା ଅପକାରକୁ ମନରଖେ ନାହିଁ। Viz kapitola |