୧ କରିନ୍ଥୀୟ 14:4 - ପବିତ୍ର ବାଇବଲ (CL) NT (BSI)4 ଯେ ଅଲୌକିକ ଭାଷାରେ କଥା କହେ, ସେ କେବଳ ନିଜ ପାଇଁ ତାହା କରେ; କିନ୍ତୁ ଯେ ଈଶ୍ୱରଙ୍କ ବାକ୍ୟ ପରିବେଷଣ କରେ, ସେ ସମସ୍ତ ମଣ୍ଡଳୀକୁ ସାହାଯ୍ୟ କରେ। Viz kapitolaପବିତ୍ର ବାଇବଲ (Re-edited) - (BSI)4 ଯେ ପରଭାଷାରେ କଥା କହେ, ସେ ନିଜର ନିଷ୍ଠା ଜନ୍ମାଏ, କିନ୍ତୁ ଯେ ଭାବବାଣୀ କହେ, ସେ ମଣ୍ତଳୀର ନିଷ୍ଠା ଜନ୍ମାଏ। Viz kapitolaଓଡିଆ ବାଇବେଲ4 ଯେ ପରଭାଷାରେ କଥା କହେ, ସେ ନିଜର ନିଷ୍ଠା ଜନ୍ମାଏ, କିନ୍ତୁ ଯେ ଭାବବାଣୀ କହେ, ସେ ମଣ୍ଡଳୀର ନିଷ୍ଠା ଜନ୍ମାଏ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଯେ ପରଭାଷାରେ କଥା କହେ, ସେ ନିଜର ନିଷ୍ଠା ଜନ୍ମାଏ, କିନ୍ତୁ ଯେ ଭାବବାଣୀ କହେ, ସେ ମଣ୍ଡଳୀର ନିଷ୍ଠା ଜନ୍ମାଏ। Viz kapitolaପବିତ୍ର ବାଇବଲ4 ଯେଉଁ ଲୋକକୁ ବିଭିନ୍ନ ଭାଷାରେ କହିବା ଶକ୍ତି ପ୍ରାପ୍ତ ହୋଇଛି, ସେ ନିଜକୁ ନିଷ୍ଠା ଜନ୍ମାଏ; କିନ୍ତୁ ଯେଉଁ ଲୋକ ଭାବବାଣୀ କହେ, ସେ ମଣ୍ଡଳୀର ନିଷ୍ଠା ଜନ୍ମାଏ। Viz kapitola |