୧ କରିନ୍ଥୀୟ 14:7 - ପବିତ୍ର ବାଇବଲ (CL) NT (BSI)7 ବଂଶୀ ବା ବୀଣା ପରି ନିର୍ଜୀବ ବାଦ୍ୟ ଯନ୍ତ୍ର ଯଦି ଠିକ୍ ସୁରରେ ନ ବାଜେ, ତେବେ ସେଥିରେ କ’ଣ ବାଜୁଛି, କେହି କଅଣ ଜାଣି ପାରିବ? Viz kapitolaପବିତ୍ର ବାଇବଲ (Re-edited) - (BSI)7 ବଂଶୀ ହେଉ ବା ବୀଣା ହେଉ, ନିର୍ଜୀବ ବାଦ୍ୟଯନ୍ତ୍ର ବାଜିଲେ ସୁଦ୍ଧା ଯଦି ସ୍ଵରରେ ପାର୍ଥକ୍ୟ ନ ଥାଏ, ତେବେ ବଂଶୀରେ କଅଣ ବାଜୁଅଛି ବା ବୀଣାରେ କଅଣ ବାଜୁଅଛି, ତାହା କିପରି ଜଣାଯିବ? Viz kapitolaଓଡିଆ ବାଇବେଲ7 ବଂଶୀ ହେଉ ବା ବୀଣା ହେଉ, ନିର୍ଜୀବ ବାଦ୍ୟଯନ୍ତ୍ର ବାଜିଲେ ସୁଦ୍ଧା ଯଦି ସ୍ୱରରେ ପାର୍ଥକ୍ୟ ନ ଥାଏ, ତେବେ ବଂଶୀରେ କ'ଣ ବାଜୁଅଛି ବା ବୀଣାରେ କ'ଣ ବାଜୁଅଛି, ତାହା କିପରି ଜଣାଯିବ ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ବଂଶୀ ହେଉ ବା ବୀଣା ହେଉ, ନିର୍ଜୀବ ବାଦ୍ୟଯନ୍ତ୍ର ବାଜିଲେ ସୁଦ୍ଧା ଯଦି ସ୍ୱରରେ ପାର୍ଥକ୍ୟ ନ ଥାଏ, ତେବେ ବଂଶୀରେ କଅଣ ବାଜୁଅଛି ବା ବୀଣାରେ କଅଣ ବାଜୁଅଛି, ତାହା କିପରି ଜଣାଯିବ? Viz kapitolaପବିତ୍ର ବାଇବଲ7 ଅନ୍ୟଥା ମୋର କଥା ତୁମ୍ଭମାନଙ୍କ ପାଇଁ କୌଣସି ନିର୍ଜୀବ ବଂଶୀ ବା ବୀଣାର ଧ୍ୱନି ତୁଲ୍ୟ ହେବ। ଯଦି କୌଣସି ବାଦ୍ୟଯନ୍ତ୍ରର ସ୍ୱରଗୁଡ଼ିକରେ ପାର୍ଥକ୍ୟ ନ ରହିବ, ତା'ହେଲେ ଜଣେ କିପରି ଜାଣି ପାରିବ ଯେ, ବଂଶୀ ବା ବୀଣା କ’ଣ ବାଜୁଅଛି? Viz kapitola |