୧ କରିନ୍ଥୀୟ 15:9 - ପବିତ୍ର ବାଇବଲ (CL) NT (BSI)9 ପ୍ରେରିତ ଶିଷ୍ୟମାନଙ୍କ ମଧ୍ୟରେ ମୁଁ ସବୁଠାରୁ ନିକୃଷ୍ଟ, ଏପରି କି ପ୍ରେରିତ ନାମର ଯୋଗ୍ୟ ନୁହେଁ, କାରଣ ମୁଁ ଈଶ୍ୱରଙ୍କ ମଣ୍ଡଳୀକୁ ନିର୍ଯ୍ୟାତିତ କରିଛି। Viz kapitolaପବିତ୍ର ବାଇବଲ (Re-edited) - (BSI)9 କାରଣ ଈଶ୍ଵରଙ୍କ ମଣ୍ତଳୀକୁ ତାଡ଼ନା କରିଥିବାରୁ ପ୍ରେରିତମାନଙ୍କ ମଧ୍ୟରେ ମୁଁ କ୍ଷୁଦ୍ରତମ, ପୁଣି ପ୍ରେରିତ ନାମରେ ଖ୍ୟାତ ହେବାକୁ ଅଯୋଗ୍ୟ। Viz kapitolaଓଡିଆ ବାଇବେଲ9 କାରଣ ଈଶ୍ୱରଙ୍କ ମଣ୍ଡଳୀକୁ ତାଡ଼ନା କରିଥିବାରୁ ପ୍ରେରିତମାନଙ୍କ ମଧ୍ୟରେ ମୁଁ କ୍ଷୁଦ୍ରତମ, ପୁଣି, ପ୍ରେରିତ ନାମରେ ଖ୍ୟାତ ହେବାକୁ ଅଯୋଗ୍ୟ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 କାରଣ ଈଶ୍ବରଙ୍କ ମଣ୍ଡଳୀକୁ ତାଡ଼ନା କରିଥିବାରୁ ପ୍ରେରିତମାନଙ୍କ ମଧ୍ୟରେ ମୁଁ କ୍ଷୁଦ୍ରତମ, ପୁଣି, ପ୍ରେରିତ ନାମରେ ଖ୍ୟାତ ହେବାକୁ ଅଯୋଗ୍ୟ। Viz kapitolaପବିତ୍ର ବାଇବଲ9 ମୁଁ ସମସ୍ତ ପ୍ରେରିତମାନଙ୍କ ମଧ୍ୟରେ ସବୁଠାରୁ କ୍ଷୁଦ୍ରତମ। ଏପରିକି ମୋର ପ୍ରେରିତ ବୋଲି ଡକା ଯିବାର ଯୋଗ୍ୟତା ମଧ୍ୟ ନାହିଁ, କାରଣ ମୁଁ ପୂର୍ବରୁ ପରମେଶ୍ୱରଙ୍କ ମଣ୍ଡଳୀକୁ ତାଡ଼ନା କରିଛି। Viz kapitola |