୧ କରିନ୍ଥୀୟ 2:11 - ପବିତ୍ର ବାଇବଲ (CL) NT (BSI)11 ମନୁଷ୍ୟର ସବୁ କିଛି କେବଳ ତା’ର ଅନ୍ତରାତ୍ମା ଜାଣେ। ସେହିପରି କେବଳ ଈଶ୍ୱରଙ୍କ ଆତ୍ମା ଈଶ୍ୱରଙ୍କ ବିଷୟରେ ସବୁ କିଛି ଜାଣନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)11 କାରଣ ମନୁଷ୍ୟର ବିଷୟସବୁ ମନୁଷ୍ୟଠାରେ ଥିବା ଆତ୍ମା ବିନା ଆଉ କିଏ ଜାଣେ? ସେହିପରି ମଧ୍ୟ ଈଶ୍ଵରଙ୍କ ବିଷୟସବୁ ଈଶ୍ଵରଙ୍କ ଆତ୍ମା ବିନା ଆଉ କେହି ଜାଣେ ନାହିଁ। Viz kapitolaଓଡିଆ ବାଇବେଲ11 କାରଣ ମନୁଷ୍ୟର ବିଷୟସବୁ ମନୁଷ୍ୟଠାରେ ଥିବା ଆତ୍ମା ବିନା ଆଉ କିଏ ଜାଣେ ? ସେହିପରି ମଧ୍ୟ ଈଶ୍ୱରଙ୍କ ବିଷୟସବୁ ଈଶ୍ୱରଙ୍କ ଆତ୍ମା ବିନା ଆଉ କେହି ଜାଣେ ନାହିଁ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 କାରଣ ମନୁଷ୍ୟର ବିଷୟସବୁ ମନୁଷ୍ୟଠାରେ ଥିବା ଆତ୍ମା ବିନା ଆଉ କିଏ ଜାଣେ? ସେହିପରି ମଧ୍ୟ ଈଶ୍ବରଙ୍କ ବିଷୟସବୁ ଈଶ୍ବରଙ୍କ ଆତ୍ମା ବିନା ଆଉ କେହି ଜାଣେ ନାହିଁ। Viz kapitolaପବିତ୍ର ବାଇବଲ11 କୌଣସି ମନୁଷ୍ୟ ଏକ ମନୁଷ୍ୟର ମନକଥା ଜାଣିପାରେ ନାହିଁ। କେବଳ ମଣିଷ ଭିତରେ ଥିବା ଆତ୍ମା ତା'ର ମନକଥା ଜାଣି ପାରନ୍ତି। ସେହିଭଳି ପରମେଶ୍ୱରଙ୍କ ମନକଥା ତାଙ୍କରି ଆତ୍ମା ବ୍ୟତୀତ କିଏ ଜାଣି ପାରିବ? Viz kapitola |