୧ କରିନ୍ଥୀୟ 2:15 - ପବିତ୍ର ବାଇବଲ (CL) NT (BSI)15 ଆଧ୍ୟାତ୍ମିକମନା ବ୍ୟକ୍ତି ସବୁ ବିଷୟର ପ୍ରକୃତ ମୂଲ୍ୟ ବୁଝିପାରେ; କିନ୍ତୁ ସେ ନିଜେ କାହା ଦ୍ୱାରା ବିଚାରିତ ହୋଇପାରେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)15 ମାତ୍ର ଯେ ଆତ୍ମିକମନା, ସେ ସମସ୍ତ ବିଷୟ ବିଚାର କରେ, ତଥାପି କେହି ତାʼର ବିଚାର କରେ ନାହିଁ। Viz kapitolaଓଡିଆ ବାଇବେଲ15 ମାତ୍ର ଯେ ଆତ୍ମିକମନା, ସେ ସମସ୍ତ ବିଷୟ ବିଚାର କରେ, ତଥାପି କେହି ତା'ର ବିଚାର କରେ ନାହିଁ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ମାତ୍ର ଯେ ଆତ୍ମିକମନା, ସେ ସମସ୍ତ ବିଷୟ ବିଚାର କରେ, ତଥାପି କେହି ତାହାର ବିଚାର କରେ ନାହିଁ। Viz kapitolaପବିତ୍ର ବାଇବଲ15 କିନ୍ତୁ ଜଣେ ଆଧ୍ୟାତ୍ମିକ ଲୋକ ପ୍ରତ୍ୟେକ ବିଷୟର ଉଚିତ୍ ମୂଲ୍ୟାୟନ କରି ପାରିବ। ମାତ୍ର ସେ ନିଜେ କାହାରି ଦ୍ୱାରା ବିଗ୍ଭରିତ ହୋଇ ପାରିବ ନାହିଁ। Viz kapitola |