୧ କରିନ୍ଥୀୟ 2:4 - ପବିତ୍ର ବାଇବଲ (CL) NT (BSI)4 ମୋର ଶିକ୍ଷା ଓ ବାର୍ତ୍ତା, ମନୁଷ୍ୟ ଜ୍ଞାନର ବାକ୍ଚାତୁରୀ ଦ୍ୱାରା ପ୍ରଦତ୍ତ ହୋଇ ନ ଥିଲା। ତାହା ଈଶ୍ୱରଙ୍କ ଆତ୍ମାଙ୍କ ଶକ୍ତିର ନିଶ୍ଚିତ ପ୍ରମାଣ ଦ୍ୱାରା ପ୍ରଚାରିତ ହୋଇଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)4 ତୁମ୍ଭମାନଙ୍କ ବିଶ୍ଵାସ ଯେପରି ମନୁଷ୍ୟର ଜ୍ଞାନ ଉପରେ ସ୍ଥାପିତ ନ ହୋଇ ଈଶ୍ଵରଙ୍କ ଶକ୍ତି ଉପରେ ସ୍ଥାପିତ ହୁଏ, Viz kapitolaଓଡିଆ ବାଇବେଲ4 ତୁମ୍ଭମାନଙ୍କ ବିଶ୍ୱାସ ଯେପରି ମନୁଷ୍ୟର ଜ୍ଞାନ ଉପରେ ସ୍ଥାପିତ ନ ହୋଇ ଈଶ୍ୱରଙ୍କ ଶକ୍ତି ଉପରେ ସ୍ଥାପିତ ହୁଏ, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ତୁମ୍ଭମାନଙ୍କ ବିଶ୍ୱାସ ଯେପରି ମନୁଷ୍ୟର ଜ୍ଞାନ ଉପରେ ସ୍ଥାପିତ ନ ହୋଇ ଈଶ୍ବରଙ୍କ ଶକ୍ତି ଉପରେ ସ୍ଥାପିତ ହୁଏ, Viz kapitolaପବିତ୍ର ବାଇବଲ4 ମୋର କଥା ଓ ଶିକ୍ଷା ଲୋକଙ୍କୁ ପ୍ରବର୍ତ୍ତାଇବା ଭଳି ଜାଗତିକ ଜ୍ଞାନର କଥା ନ ଥିଲା। ମାତ୍ର ମୋହର ଶିକ୍ଷା ପବିତ୍ରଆତ୍ମାଙ୍କ ଦତ୍ତ ଶକ୍ତିର ପ୍ରମାଣ ଅଟେ। Viz kapitola |