Online Bible

- Reklamy -




୧ କରିନ୍ଥୀୟ 2:7 - ପବିତ୍ର ବାଇବଲ (CL) NT (BSI)

7 ମୁଁ ଈଶ୍ୱରଙ୍କ ନିଗୂଢ଼ ଜ୍ଞାନର କଥା ପ୍ରକାଶ କରୁଛି - ସେହି ଜ୍ଞାନ ମନୁଷ୍ୟଠାରୁ ଗୁପ୍ତ ରଖାଯାଇଛି, ଅଥଚ ଆମର ଗୌରବ ନିମନ୍ତେ ପୃଥିବୀର ସୃଷ୍ଟି ପୂର୍ବରୁ ଈଶ୍ୱର ଏହାକୁ ନିରୂପଣ କରିଥିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

7 ମାତ୍ର ଆମ୍ଭେମାନେ ନିଗୂଢ଼ ତତ୍ତ୍ଵ ସ୍ଵରୂପ ଈଶ୍ଵରଙ୍କ ଜ୍ଞାନର କଥା କହୁଅଛୁ; ସେହି ଗୁପ୍ତ ଜ୍ଞାନ ଈଶ୍ଵର ଆମ୍ଭମାନଙ୍କ ଗୌରବ ନିମନ୍ତେ ଜଗତର ପୂର୍ବେ ନିରୂପଣ କରିଥିଲେ।

Viz kapitola kopírovat

ଓଡିଆ ବାଇବେଲ

7 ମାତ୍ର ଆମ୍ଭେମାନେ ନିଗୂଢ଼ତତ୍ତ୍ୱ ସ୍ୱରୂପ ଈଶ୍ୱରଙ୍କ ଜ୍ଞାନର କଥା କହୁଅଛୁ ସେହି ଗୁପ୍ତ ଜ୍ଞାନ ଈଶ୍ୱର ଆମ୍ଭମାନଙ୍କ ଗୌରବ ନିମନ୍ତେ ଜଗତର ପୂର୍ବେ ନିରୂପଣ କରିଥିଲେ ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ମାତ୍ର ଆମ୍ଭେମାନେ ନିଗୂଢ଼ତତ୍ତ୍ୱ ସ୍ୱରୂପ ଈଶ୍ବରଙ୍କ ଜ୍ଞାନର କଥା କହୁଅଛୁ ସେହି ଗୁପ୍ତ ଜ୍ଞାନ ଈଶ୍ବର ଆମ୍ଭମାନଙ୍କ ଗୌରବ ନିମନ୍ତେ ଜଗତର ପୂର୍ବେ ନିରୂପଣ କରିଥିଲେ।

Viz kapitola kopírovat

ପବିତ୍ର ବାଇବଲ

7 କିନ୍ତୁ ଆମ୍ଭେମାନେ ପରମେଶ୍ୱରଙ୍କ ଗୂଢ଼ ଜ୍ଞାନର କଥା କହୁଛୁ। ଜଗତର ସୃଷ୍ଟି ହେବା ପୂର୍ବରୁ ଆମ୍ଭର ମହିମା ପାଇଁ ପରମେଶ୍ୱର ଏହି ଜ୍ଞାନର ଯୋଜନା କରିଥିଲେ।

Viz kapitola kopírovat




୧ କରିନ୍ଥୀୟ 2:7

Následuj nás:

Reklamy


Reklamy