୧ କରିନ୍ଥୀୟ 3:1 - ପବିତ୍ର ବାଇବଲ (CL) NT (BSI)1 ଭାଇମାନେ, ଆଧ୍ୟାତ୍ମିକମନା ଲୋକମାନଙ୍କ ସହିତ କଥାବାର୍ତ୍ତା କଲା ପରି ମୁଁ ତୁମ୍ଭମାନଙ୍କ ସହିତ କଥାବାର୍ତ୍ତା କରି ନାହିଁ। ମାତ୍ର ମୁଁ ତୁମ୍ଭମାନଙ୍କୁ ଏହି ଜଗତର ଲୋକ ଏବଂ ଖ୍ରୀଷ୍ଟୀୟ ବିଶ୍ୱାସରେ ଶିଶୁ ମନେ କରି କଥା କହିଛି। Viz kapitolaପବିତ୍ର ବାଇବଲ (Re-edited) - (BSI)1 ହେ ଭାଇମାନେ, ମୁଁ ଆତ୍ମିକମନା ଲୋକଙ୍କୁ କହିଲା ପରି ତୁମ୍ଭମାନଙ୍କୁ କହି ପାରିଲି ନାହିଁ, କିନ୍ତୁ ଶାରୀରିକ ଲୋକମାନଙ୍କୁ ଓ ଖ୍ରୀଷ୍ଟଙ୍କଠାରେ ଶିଶୁମାନଙ୍କୁ କହିଲା ପରି ତୁମ୍ଭମାନଙ୍କୁ କହିଲି। Viz kapitolaଓଡିଆ ବାଇବେଲ1 ହେ ଭାଇମାନେ, ମୁଁ ଆତ୍ମିକମନା ଲୋକଙ୍କୁ କହିଲା ପରି ତୁମ୍ଭମାନଙ୍କୁ କହି ପାରିଲି ନାହିଁ, କିନ୍ତୁ ଶାରୀରିକ ଲୋକମାନଙ୍କୁ ଓ ଖ୍ରୀଷ୍ଟଙ୍କଠାରେ ଶିଶୁମାନଙ୍କୁ କହିଲା ପରି ତୁମ୍ଭମାନଙ୍କୁ କହିଲି । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ହେ ଭାଇମାନେ, ମୁଁ ଆତ୍ମିକମନା ଲୋକଙ୍କୁ କହିଲା ପରି ତୁମ୍ଭମାନଙ୍କୁ କହି ପାରିଲି ନାହିଁ, କିନ୍ତୁ ଶାରୀରିକମନା ଲୋକଙ୍କୁ ଓ ଖ୍ରୀଷ୍ଟଙ୍କଠାରେ ଶିଶୁମାନଙ୍କୁ କହିଲା ପରି ତୁମ୍ଭମାନଙ୍କୁ କହିଲି। Viz kapitolaପବିତ୍ର ବାଇବଲ1 ଭାଇ ଓ ଭଉଣୀମାନେ! ପୂର୍ବରେ ମୁଁ ତୁମ୍ଭମାନଙ୍କୁ ଆତ୍ମିକମନା ଲୋକମାନଙ୍କୁ କହିବା ଭଳି କହି ପାରି ନ ଥିଲି। ମୁଁ ତୁମ୍ଭମାନଙ୍କ ସହିତ ଜାଗତିକ ଲୋକ ଭଳି କଥାବାର୍ତ୍ତା କଲି। ଖ୍ରୀଷ୍ଟଙ୍କଠାରେ ଶିଶୁ ଭଳି ମୁଁ ତୁମ୍ଭମାନଙ୍କୁ କହିଲି। Viz kapitola |