୧ କରିନ୍ଥୀୟ 5:12 - ପବିତ୍ର ବାଇବଲ (CL) NT (BSI)12 ତାହାର ଲୋକମାନଙ୍କ ବିଚାର କରିବାକୁ ମୁଁ କିଏ? ଈଶ୍ୱର ସେମାନଙ୍କର ବିଚାର କରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)12 କାରଣ ବାହାର ଲୋକମାନଙ୍କର ବିଚାର କରିବାରେ ମୋହର କଅଣ ଅଛି? ଭିତରେ ଯେଉଁମାନେ ଅଛନ୍ତି, ସେମାନଙ୍କର ବିଚାର କି ତୁମ୍ଭେମାନେ କର ନାହିଁ? Viz kapitolaଓଡିଆ ବାଇବେଲ12 କାରଣ ବାହାର ଲୋକମାନଙ୍କର ବିଚାର କରିବାରେ ମୋହର କ'ଣ ଅଛି ? ଭିତରେ ଯେଉଁମାନେ ଅଛନ୍ତି, ସେମାନଙ୍କର ବିଚାର କି ତୁମ୍ଭେମାନେ କର ନାହିଁ ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 କାରଣ ମଣ୍ଡଳୀ ବାହାର ଲୋକମାନଙ୍କର ବିଚାର କରିବାରେ ମୋହର କଅଣ ଅଛି? ମଣ୍ଡଳୀ ଭିତରେ ଯେଉଁମାନେ ଅଛନ୍ତି, ସେମାନଙ୍କର ବିଚାର କି ତୁମ୍ଭେମାନେ କର ନାହିଁ? Viz kapitolaପବିତ୍ର ବାଇବଲ12-13 ଯେଉଁମାନେ କୌଣସି ମଣ୍ଡଳୀର ସଭ୍ୟ ନୁହନ୍ତି, ସେମାନଙ୍କ ବିଗ୍ଭର କରିବା ଉଚିତ୍ ନୁହେଁ। ପରମେଶ୍ୱର ସେମାନଙ୍କର ବିଗ୍ଭର କରିବେ। କିନ୍ତୁ ଯେଉଁମାନେ ମଣ୍ଡଳୀର ସଭ୍ୟ ଅଟନ୍ତି, ତୁମ୍ଭେ ସେମାନଙ୍କର ବିଗ୍ଭର କର। ଶାସ୍ତ୍ର କୁହେ “ତୁମ୍ଭେମାନେ ନିଜ ଦଳରୁ ମନ୍ଦ ଲୋକକୁ ଅଲଗା କରିଦିଅ।” Viz kapitola |