୧ କରିନ୍ଥୀୟ 6:10 - ପବିତ୍ର ବାଇବଲ (CL) NT (BSI)10 ଚୋର, ଧନଲୋଭୀ, ମାତାଲ୍, କୁତ୍ସାରଟନାକାରୀ ଓ ଡ଼କାଏତମାନେ ଈଶ୍ୱରଙ୍କ ରାଜ୍ୟରେ ଅଧିକାର ପାଇବେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)10 କି ପୁଂମୈଥୁନକାରୀ କି ଚୋର କି ଧନଲୋଭୀ କି ମତୁଆଳ କି ନିନ୍ଦକ କି ପରଦ୍ରବ୍ୟ ଲୁଣ୍ଠନକାରୀ, ଏମାନେ ଈଶ୍ଵରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ। Viz kapitolaଓଡିଆ ବାଇବେଲ10 କି ପୁଂମୈଥୁନକାରୀ କି ଚୋର କି ଧନଲୋଭୀ କି ମତୁଆଳ କି ନିନ୍ଦକ କି ପରଦ୍ରବ୍ୟ ଲୁଣ୍ଠନକାରୀ, ଏମାନେ ଈଶ୍ୱରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 କି ପୁଂମୈଥୁନକାରୀ କି ଚୋର କି ଧନଲୋଭୀ କି ମତୁଆଳ କି ନିନ୍ଦକ କି ପରଦ୍ରବ୍ୟ ଲୁଣ୍ଠନକାରୀ, ଏମାନେ ଈଶ୍ବରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ। Viz kapitola |