୧ କରିନ୍ଥୀୟ 6:4 - ପବିତ୍ର ବାଇବଲ (CL) NT (BSI)4 ଏହିସବୁ ସାଧାରଣ ବିଷୟର ସମାଧାନ ପାଇଁ କାହିଁକି ଖ୍ରୀଷ୍ଟୀୟ ମଣ୍ଡଳୀ ଦୃଷ୍ଟିରେ ଯେଉଁମାନେ ସମ୍ମାନାସ୍ପଦ ନୁହନ୍ତି, ସେହିଭଳି ଇତର ଲୋକମାନଙ୍କ ନିକଟକୁ ଯାଉଛ? Viz kapitolaପବିତ୍ର ବାଇବଲ (Re-edited) - (BSI)4 ତେବେ ଐହିକ ଜୀବନର କଥା ବା କଅଣ? ଅତଏବ, ଯଦି ବିଚାର ନିମନ୍ତେ ତୁମ୍ଭମାନଙ୍କର ଐହିକ ଜୀବନ ସମ୍ଵନ୍ଧୀୟ କୌଣସି ବିଷୟ ଥାଏ, ତେବେ ମଣ୍ତଳୀରେ ଯେଉଁମାନେ ନଗଣ୍ୟ, ସେମାନଙ୍କୁ କଅଣ ବିଚାର କରିବା ନିମନ୍ତେ ନିଯୁକ୍ତ କର? Viz kapitolaଓଡିଆ ବାଇବେଲ4 ତେବେ ଐହିକ ଜୀବନର କଥା ବା କ'ଣ ? ଅତଏବ, ଯଦି ବିଚାର ନିମନ୍ତେ ତୁମ୍ଭମାନଙ୍କର ଐହିକ ଜୀବନ ସମ୍ବନ୍ଧୀୟ କୌଣସି ବିଷୟ ଥାଏ, ତେବେ ମଣ୍ଡଳୀରେ ଯେଉଁମାନେ ନଗଣ୍ୟ, ସେମାନଙ୍କୁ କ'ଣ ବିଚାର କରିବା ନିମନ୍ତେ ନିଯୁକ୍ତ କର ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ତେବେ ଐହିକ ଜୀବନର କଥା ବା କଅଣ? ଅତଏବ, ଯଦି ବିଚାର ନିମନ୍ତେ ତୁମ୍ଭମାନଙ୍କର ଐହିକ ଜୀବନ ସମ୍ବନ୍ଧୀୟ କୌଣସି ବିଷୟ ଥାଏ, ତେବେ ମଣ୍ଡଳୀରେ ଯେଉଁମାନେ ନଗଣ୍ୟ, ସେମାନଙ୍କୁ କଅଣ ବିଚାର କରିବା ନିମନ୍ତେ ନିଯୁକ୍ତ କର? Viz kapitolaପବିତ୍ର ବାଇବଲ4 ଅତଏବ, ଯଦି ତୁମ୍ଭମାନଙ୍କ ଭିତରେ କିଛି ବିବାଦ ଅଛି, ତାହାହେଲେ ତୁମ୍ଭେମାନେ କାହିଁକି ମଣ୍ଡଳୀ ବାହାରର ଲୋକଙ୍କ ନିକଟକୁ ସେଥିର ମୀମାଂସା ପାଇଁ ଯିବ? ଏହି ଲୋକମାନେ ମଣ୍ଡଳୀ ଦୃଷ୍ଟିରୁ ନଗନ୍ୟ। Viz kapitola |