୧ କରିନ୍ଥୀୟ 7:13 - ପବିତ୍ର ବାଇବଲ (CL) NT (BSI)13 ସେହିପରି କୌଣସି ସ୍ୱାମୀ, ଅଣବିଶ୍ୱାସୀ ହୋଇ ମଧ୍ୟ ଖ୍ରୀଷ୍ଟବିଶ୍ୱାସୀ ସ୍ତ୍ରୀ ସହିତ ବସବାସ କରିବା ପାଇଁ ଚାହେଁ, ତେବେ ସେହି ସ୍ତ୍ରୀ ତାକୁ ଛାଡ଼ପତ୍ର ଦେବା ଅନୁଚିତ୍। Viz kapitolaପବିତ୍ର ବାଇବଲ (Re-edited) - (BSI)13 ପୁଣି, ଯେଉଁ ସ୍ତ୍ରୀର ଅବିଶ୍ଵାସୀ ସ୍ଵାମୀ ଥାଏ, ଆଉ ସେ ତାʼର ସହିତ ବାସ କରିବାକୁ ସମ୍ମତ ହୁଏ, ସେ ଆପଣା ସ୍ଵାମୀକୁ ପରିତ୍ୟାଗ ନ କରୁ। Viz kapitolaଓଡିଆ ବାଇବେଲ13 ପୁଣି, ଯେଉଁ ସ୍ତ୍ରୀର ଅବିଶ୍ୱାସୀ ସ୍ୱାମୀ ଥାଏ, ଆଉ ସେ ତା'ର ସହିତ ବାସ କରିବାକୁ ସମ୍ମତ ହୁଏ, ସେ ଆପଣା ସ୍ୱାମୀକୁ ପରିତ୍ୟାଗ ନ କରୁ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ପୁଣି, ଯେଉଁ ସ୍ତ୍ରୀର ଅବିଶ୍ୱାସୀ ସ୍ୱାମୀ ଥାଏ, ଆଉ ସେ ତାହାର ସହିତ ବାସ କରିବାକୁ ସମ୍ମତ ହୁଏ, ସେ ଆପଣା ସ୍ୱାମୀକୁ ପରିତ୍ୟାଗ ନ କରୁ। Viz kapitolaପବିତ୍ର ବାଇବଲ13 ଯଦି କୌଣସି ପତ୍ନୀର ପତି ଅଛି, ଓ ସେ ଖ୍ରୀଷ୍ଟ ବିଶ୍ୱାସୀ ନୁହେଁ, କିନ୍ତୁ ସେ ପତ୍ନୀ ସହିତ ରହିବା ପାଇଁ ଇଚ୍ଛୁକ, ତା'ହେଲେ ପତ୍ନୀ ତାକୁ ଛାଡ଼ପତ୍ର ଦେବା ଅନୁଚିତ୍। Viz kapitola |