୧ କରିନ୍ଥୀୟ 7:16 - ପବିତ୍ର ବାଇବଲ (CL) NT (BSI)16 ଖ୍ରୀଷ୍ଟବିଶ୍ୱାସୀ ସ୍ତ୍ରୀ, ତୁମେ ଆପଣା ସ୍ୱାମୀଙ୍କୁ ବିଶ୍ୱାସୀ କରାଇ ପାରିବ ବୋଲି କଅଣ ନିଶ୍ଚିତଭାବେ ଜାଣିଛ? ବିଶ୍ୱାସୀ ସ୍ୱାମୀ, ତୁମେ ଆପଣା ସ୍ତ୍ରୀକୁ ଖ୍ରୀଷ୍ଟବିଶ୍ୱାସୀ କରାଇ ପାରିବ ବୋଲି କ’ଣ ନିଶ୍ଚିତଭାବେ କହିପାରିବ? Viz kapitolaପବିତ୍ର ବାଇବଲ (Re-edited) - (BSI)16 ଯେଣୁ ହେ ସ୍ତ୍ରୀ, ତୁମ୍ଭେ ଯେ ଆପଣା ସ୍ଵାମୀର ପରିତ୍ରାଣର କାରଣ ହେବ, ଏହା କଅଣ ଜାଣ? କିମ୍ଵା ହେ ସ୍ଵାମୀ, ତୁମ୍ଭେ ଯେ ଆପଣା ଭାର୍ଯ୍ୟାର ପରିତ୍ରାଣର କାରଣ ହେବ, ଏହା କଅଣ ଜାଣ? Viz kapitolaଓଡିଆ ବାଇବେଲ16 ଯେଣୁ ହେ ସ୍ତ୍ରୀ, ତୁମ୍ଭେ ଯେ ଆପଣା ସ୍ୱାମୀର ପରିତ୍ରାଣର କାରଣ ହେବ, ଏହା କ'ଣ ଜାଣ ? କିମ୍ବା ହେ ସ୍ୱାମୀ, ତୁମ୍ଭେ ଯେ ଆପଣା ଭାର୍ଯ୍ୟାର ପରିତ୍ରାଣର କାରଣ ହେବ, ଏହା କ'ଣ ଜାଣ ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଯେଣୁ ହେ ସ୍ତ୍ରୀ, ତୁମ୍ଭେ ଯେ ଆପଣା ସ୍ୱାମୀର ପରିତ୍ରାଣର କାରଣ ହେବ, ଏହା କଅଣ ଜାଣ? କିମ୍ବା ହେ ସ୍ୱାମୀ, ତୁମ୍ଭେ ଯେ ଆପଣା ଭାର୍ଯ୍ୟାର ପରିତ୍ରାଣର କାରଣ ହେବ, ଏହା କଅଣ ଜାଣ? Viz kapitolaପବିତ୍ର ବାଇବଲ16 ପତ୍ନୀଗଣ ହୁଏତ ତୁମ୍ଭେମାନେ ନିଜର ରକ୍ଷା କରି ପାରିବ; ପତିଗଣ! ହୁଏତ ତୁମ୍ଭେମାନେ ନିଜ ନିଜର ପତ୍ନୀକୁ ରକ୍ଷା କରି ପାରିବ। ଭବିଷ୍ୟତରେ କ’ଣ ଘଟିବ, ଏହା ତୁମ୍ଭେମାନେ ଏବେ ଜାଣି ନାହଁ। Viz kapitola |