୧ କରିନ୍ଥୀୟ 7:31 - ପବିତ୍ର ବାଇବଲ (CL) NT (BSI)31 ଯେଉଁମାନେ ସାଂସାରିକ ବିଷୟରେ ଲିପ୍ତ, ସେମାନେ ଏଥିରେ ନିର୍ଲିପ୍ତ ହେଲା ପରି ରହନ୍ତୁ, କାରଣ ଏହି ଜଗତର ସାମ୍ପ୍ରତିକ ପରିସ୍ଥିତି ଆଉ ବେଶୀ ଦିନ ତିଷ୍ଠିବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)31 ଆଉ, ଯେଉଁମାନେ ଜଗତର ବିଷୟ ଭୋଗ କରନ୍ତି, ସେମାନେ ଭୋଗ ନ କରିବା ଲୋକ ପରି ହୁଅନ୍ତୁ; କାରଣ ଏହି ଜଗତର ରୂପ ପରିବର୍ତ୍ତିତ ହେଉଅଛି। Viz kapitolaଓଡିଆ ବାଇବେଲ31 ଆଉ, ଯେଉଁମାନେ ଜଗତର ବିଷୟ ଭୋଗ କରନ୍ତି, ସେମାନେ ଭୋଗ ନ କରିବା ଲୋକ ପରି ହୁଅନ୍ତୁ; କାରଣ ଏହି ଜଗତର ରୂପ ପରିବର୍ତ୍ତିତ ହେଉଅଛି । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ଆଉ, ଯେଉଁମାନେ ଜଗତର ବିଷୟ ଭୋଗ କରନ୍ତି, ସେମାନେ ଭୋଗ ନ କରିବା ଲୋକ ପରି ହୁଅନ୍ତୁ; କାରଣ ଏହି ଜଗତର ରୂପ ପରିବର୍ତ୍ତିତ ହେଉଅଛି। Viz kapitolaପବିତ୍ର ବାଇବଲ31 ଯେଉଁମାନେ ସାଂସାରିକ ଭୋଗ-ବିଳାସର ସାମଗ୍ରୀ ଗୁଡ଼ିକ ବ୍ୟବହାର କରୁଛନ୍ତି, ସେମାନେ ଏପରି ରୁହନ୍ତୁ ଯେପରି ସେ ଗୁଡ଼ିକ ସେମାନଙ୍କ ପାଇଁ ଆଦୌ ଗୁରୁତ୍ୱପୂର୍ଣ୍ଣ ନୁହେଁ। ଏହିପରି ଭାବରେ ରୁହ, କାରଣ ଜଗତର ବାହ୍ୟିକ ବିଷୟ ସବୁ ଶୀଘ୍ର ଲୋପ ପାଇବ। Viz kapitola |